ଲେଖକ:ଗୋପାଳ ବଲ୍ଲଭ ଦାସ

ଉଇକିପାଠାଗାର‌ରୁ
ଗୋପାଳ ବଲ୍ଲଭ ଦାସ
(୧୮୬୦–୧୯୧୪)
ଗୋପାଳବଲ୍ଲଭ ଦାସ ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଏବଂ ବ୍ରିଟିଶ ଶାସନ ସମୟରେ ଓଡ଼ିଶା କମିଶନରଙ୍କର ସହାୟକ, ଡେପୁଟି ମାଜିଷ୍ଟେଟ ଓ ଗଡ଼ଜାତ ସମୂହର ସହାୟକ ସୁପୁରିଣ୍ଟେଣ୍ଡେଣ୍ଟ ଥିଲେ । ସେ ପ୍ରଧାନତଃ ଓଡ଼ିଆ ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚିତ ଉପନ୍ୟାସ ଭୀମା ଭୂଇଁଆ ଥିଲା ଓଡ଼ିଆରେ ଲିଖିତ ପ୍ରଥମ ଜନଜାତି ଉପନ୍ୟାସ ।
ଗୋପାଳ ବଲ୍ଲଭ ଦାସ