ପୃଷ୍ଠା:Chha mana atha guntha.pdf/୪୪

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ବୈଧ ହୋଇସାରିଛି

ଇତ୍ୟାଦି ଆହୁରି ମଧ୍ୟ କାରଣ ଅଛି; ମାତ୍ର କଥା ବଢ଼େଇ ଲେଖିବା ଆମ୍ଭମାନଙ୍କର ଦେହରେ ଚଳେନାହିଁ, ସେଥିପାଇଁ ଠିକେ ଠିକେ ସବୁକଥା ଲେଖି ପକାଉଁ ।