ସହଯୋଗ:ବିଷୟବସ୍ତୁ/OCR/body

ଉଇକିପାଠାଗାର‌ରୁ

ପ୍ରଥମେ https://drive.google.com ଖୋଲିବେ ।

ତା' ପରେ Upload >> ନିଜ କମ୍ପୁଟରରେ ସ୍କାନ ହୋଇ ଆଗରୁ ଥିବା JPG/PNG/GIF/TIFF/PDF ବାଛିବେ । ଛବିଟି କିଛି ସମୟ ଭିତରେ ଅପଲୋଡ଼ ହୋଇଯିବ ।

ଏବେ Right click >> Open with >> Google Doc କରିବେ ।

ନୂଆ ଟ୍ୟାବରେ ଉପରେ ଛବି ଓ ତଳେ ଲେଖା ଥାଇ ଖୋଲିବ । ତଳ ଲେଖାରେ କିଛି ଭୁଲ ଥାଇପାରେ । ତା'କୁ ସଂଶୋଧନ କରି ବ୍ୟବହାର କରିବେ ।

କିପରି Google OCR ବ୍ୟବହାର କରିବେ ଏଠାରୁ ଶିଖିପାରିବେ