"ସହଯୋଗ:ବିଷୟବସ୍ତୁ/OCR" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Psubhashish (ଆଲୋଚନା | ଅବଦାନ) No edit summary |
Psubhashish (ଆଲୋଚନା | ଅବଦାନ) No edit summary |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{process header |
{{process header |
||
| title = ସହଯୋଗ ପୃଷ୍ଠା |
| title = ସହଯୋଗ ପୃଷ୍ଠା |
||
| section = ଛବିରୁ ଲେଖା ରୂପାନ୍ତର କରିବେ କିପରି |
|||
| section = |
|||
| previous = [[ସହଯୋଗ:ବିଷୟବସ୍ତୁ/କଠିନ ଶବ୍ଦ ଲିଖନ|◀କଠିନ ଶବ୍ଦ ଲିଖନ]] ⚫ [[ସହଯୋଗ:ବିଷୟବସ୍ତୁ|ମୂଳ ପୃଷ୍ଠା]] |
| previous = [[ସହଯୋଗ:ବିଷୟବସ୍ତୁ/କଠିନ ଶବ୍ଦ ଲିଖନ|◀କଠିନ ଶବ୍ଦ ଲିଖନ]] ⚫ [[ସହଯୋଗ:ବିଷୟବସ୍ତୁ|ମୂଳ ପୃଷ୍ଠା]] |
||
| next = |
| next = |
||
୨୪ କ ଧାଡ଼ି: | ୨୪ କ ଧାଡ଼ି: | ||
</inputbox> |
</inputbox> |
||
}} |
}} |
||
'''ଅପ୍ଟିକାଲ କ୍ୟାରେକ୍ଟର ରେକଗନିସନ (OCR)''' ବ୍ୟବହାର କରି ବହିର ସ୍କାନ ବା ଛବିରୁ ଲେଖା ବାହାର କରିହେବ । ଉଇକିପାଠାଗାରରେ ଅନେକ ବହିର ସ୍କାନ PDF ଅପଲୋଡ଼ କରାଯାଏ । ପରେ ଉଇକିଆଳି (ଉଇକିପାଠାଗାର ସମ୍ପାଦକ)ମାନେ ସେହି ଛବିକୁ ଦେଖି ଟାଇପ କରିଥାନ୍ତି । ତେବେ ଖୁବ ବଡ଼ ବହିମାନ ଟାଇପ କରିବା କଷ୍ଟସାପେକ୍ଷ । OCR ବ୍ୟବହାର କରି ବହି ଆଦିର ସ୍କାନରୁ ଲେଖା ବାହାର କରିହେବ । ଏହି ପଦ୍ଧତିରେ ଲେଖା ବାହାର କରିବା ପରେ ସେଥିରେ କିଛି ଭୁଲ ଭଟକା ଥାଏ, ତାକୁ କେବଳ ସୁଧାରିବାକୁ ପଡ଼େ । ଏହା କିପରି ବ୍ୟବହାର କରିବେ ତଳେ ଦେଖନ୍ତୁ । |
|||
{{/body}} |
{{/body}} |
୧୩:୧୪, ୧ ଅକ୍ଟୋବର ୨୦୧୫ ଅନୁସାରେ କରାଯାଇଥିବା ବଦଳ
← ◀କଠିନ ଶବ୍ଦ ଲିଖନ ⚫ ମୂଳ ପୃଷ୍ଠା | ସହଯୋଗ ପୃଷ୍ଠା ଛବିରୁ ଲେଖା ରୂପାନ୍ତର କରିବେ କିପରି |
ଅପ୍ଟିକାଲ କ୍ୟାରେକ୍ଟର ରେକଗନିସନ (OCR) ବ୍ୟବହାର କରି ବହିର ସ୍କାନ ବା ଛବିରୁ ଲେଖା ବାହାର କରିହେବ । ଉଇକିପାଠାଗାରରେ ଅନେକ ବହିର ସ୍କାନ PDF ଅପଲୋଡ଼ କରାଯାଏ । ପରେ ଉଇକିଆଳି (ଉଇକିପାଠାଗାର ସମ୍ପାଦକ)ମାନେ ସେହି ଛବିକୁ ଦେଖି ଟାଇପ କରିଥାନ୍ତି । ତେବେ ଖୁବ ବଡ଼ ବହିମାନ ଟାଇପ କରିବା କଷ୍ଟସାପେକ୍ଷ । OCR ବ୍ୟବହାର କରି ବହି ଆଦିର ସ୍କାନରୁ ଲେଖା ବାହାର କରିହେବ । ଏହି ପଦ୍ଧତିରେ ଲେଖା ବାହାର କରିବା ପରେ ସେଥିରେ କିଛି ଭୁଲ ଭଟକା ଥାଏ, ତାକୁ କେବଳ ସୁଧାରିବାକୁ ପଡ଼େ । ଏହା କିପରି ବ୍ୟବହାର କରିବେ ତଳେ ଦେଖନ୍ତୁ ।
ପ୍ରଥମେ https://drive.google.com ଖୋଲିବେ ।
ତା' ପରେ Upload >> ନିଜ କମ୍ପୁଟରରେ ସ୍କାନ ହୋଇ ଆଗରୁ ଥିବା JPG/PNG/GIF/TIFF/PDF ବାଛିବେ । ଛବିଟି କିଛି ସମୟ ଭିତରେ ଅପଲୋଡ଼ ହୋଇଯିବ ।
ଏବେ Right click >> Open with >> Google Doc କରିବେ ।
ନୂଆ ଟ୍ୟାବରେ ଉପରେ ଛବି ଓ ତଳେ ଲେଖା ଥାଇ ଖୋଲିବ । ତଳ ଲେଖାରେ କିଛି ଭୁଲ ଥାଇପାରେ । ତା'କୁ ସଂଶୋଧନ କରି ବ୍ୟବହାର କରିବେ ।